ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ତେଜିଲା ନିଆଁ: ସୁରଟ ସହରରେ ପ୍ରବାସୀ ଓଡିଆଙ୍କ ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର(କେନ୍ୟୁଜ୍): ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ନେଇ ପ୍ରବାସୀ ଓଡିଆଙ୍କ ପକ୍ଷରୁ ଆନ୍ଦୋଳନ। ଗତକାଲି ଦିନ ତମାମ ସୁରଟ ସହରରେ ଆନ୍ଦୋଳନ କରାଯାଇଥିଲ।

ଖବର ପାଇ ପୋଲିସ ପ୍ରଶାସନ ପହଞ୍ଚି ଅଭିଯୁକ୍ତକୁ ଗିରଫ କରି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ। ସେପଟେ ଶ୍ରମ ମନ୍ତ୍ରୀ ଓଡିଆ ସମାଜ, ପୋଲିସ ଓ ପ୍ରଶାସନ ସହ କଥା ହେବା ସହ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.