ଭୁବନେଶ୍ୱର ରମାଦେବୀ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି, ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ଭୁବନେଶ୍ୱର ରମାଦେବୀ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି । ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ । ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାକୁ ବିରୋଧ କରି ଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କୋର୍ସ ସରିନଥିବାରୁ ପରୀକ୍ଷା କରିବାକୁ ଛାତ୍ରୀମାନେ ବିରୋଧ କରିଛନ୍ତି । ଟାୟାର ଜାଳି ଛାତ୍ରୀମାନେ ରାସ୍ତା ଅବରୋଧ କରିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.