Categories: ରାଜ୍ୟ

ଜୋର ଧରିଲା ପାଣିକୋଇଲିଠାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି

ଯାଜପୁର(କେନ୍ଯୁଜ୍) : ଜୋର ଧରିଲା ଯାଜପୁର ପାଣିକୋଇଲିଠାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି । ମିଳିତ କ୍ରିୟାନୁଷ୍ଠାନ କମିଟି ଆନୁକୂଲ୍ୟରେ ପାଣିକୋଇଲି ଛକଠାରେ ମହାସମାବେଶର ଆୟୋଜନ କରାଯାଇଥିଲା । ଏଥିରେ ସାମିଲ ହୋଇଥିଲେ ବିଭିନ୍ନ ସଂଗଠନ ଓ ରାଜନୈତିକ ଦଳର କର୍ମକର୍ତ୍ତା, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ।

ଜିଲ୍ଲା ସଦର ମହକୁମାର ଆଙ୍କୁଲାଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବାକୁ ସରକାରୀ ଓ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି । ଯାହାକୁ ବିରୋଧ କରି ଆନ୍ଦୋଳନ ତେଜିବାରେ ଲାଗିଛି । ଜିଲ୍ଳାର ଭୌଗଳିକ ସ୍ଥିତିକୁ ଲକ୍ଷ୍ୟ ରଖି ପାଣିକୋଇଲିଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି । ଦାବି ପୂରଣ ନହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ମିଳିତ କ୍ରିୟାନୁଷ୍ଠାନ କମିଟି ଚେତାବନୀ ଦେଇଛି ।

KNews Bureau

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

2 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

2 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

5 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

5 hours ago