ରାଜ୍ୟ

ତୈଳଦର ବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳର ବିକ୍ଷୋଭ

ଭୁବନେଶ୍ୱର : ଦେଶରେ ଗତ ତିନି ସପ୍ତାହ ଧରି ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀ ଗୁଡିକର ଅହେତୁକ ଦର ବୃଦ୍ଧି ଘଟୁଛି । ଏହି ଆକାଶ ଛୁଆଁ ଦର ବୃଦ୍ଧି ଯୋଗୁଁ ସିଧାସଳଖ ସାଧାରଣ, ଗରିବ ଓ ଖଟିଖିଆ ଲୋକେ ପ୍ରଭାବିତ ହେଉଛନ୍ତି । ଫଳରେ ଲୋକମାନଙ୍କୁ ସେମାନଙ୍କର ଅତ୍ୟାବଶ୍ୟକ ସାମଗ୍ରୀ ଚଢା ଦର ଦେଇ କିଣିବାକୁ ପଡୁଛି ।

ଯାହାର ପ୍ରତିବାଦ କରି ଶତାଧିକ ସମର୍ଥକଙ୍କ ସହ ବାମପନ୍ଥୀ ଦଳଗୁଡିକ ପକ୍ଷରୁ ଆଜି ରାଜଧାନୀର ମାଷ୍ଟ୍ରକ୍ୟାଣ୍ଟିନ ଛକ ଠାରେ ପ୍ରତିବାଦ କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଯଦି ଏ ଦିଗରେ କିଛି ଆଖିଦୃଶିଆ ପଦକ୍ଷେପ ନିଆ ନ ଯାଏ ତାହାଲେ ଆଗାମୀ ଦିନରେ ସାରା ଭାରତବର୍ଷରେ ଲକ୍ଷ ଲକ୍ଷ ସମର୍ଥକକଂ ସହ ଏହି ଆନ୍ଦୋଳନକୁ ଆହୁରୁ ତୀବ୍ରତର କରାଯିବ ବୋଲି ଦଳଗୁଡିକ ପକ୍ଷରୁ କୁହାଯାଇଛି ।

Pritiparna

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

37 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

44 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

60 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago