ରାଜ୍ୟ

୧୦ ଦଫା ଦାବିରେ ଅଲ୍‌ ଓଡ଼ିଶା GPLF ମିଶନଶକ୍ତି କର୍ମୀ ସାମୁଖ୍ୟ ପକ୍ଷରୁ ଲୋୟର ପିଏମଜିରେ ବିକ୍ଷୋଭ

ଭୁବନେଶ୍ବର(କେନ୍ୟୁଜ୍): ଅଲ୍‌ ଓଡ଼ିଶା GPLF ମିଶନଶକ୍ତି କର୍ମୀ ସାମୁଖ୍ୟ ପକ୍ଷରୁ ବିକ୍ଷୋଭ । ୧୦ ଦଫା ଦାବିରେ ଭୁବନେଶ୍ୱର ଲୋୟର ପିଏମଜିରେ ବିଶାଳ ସମାବେଶ କରାଯାଇଛି। ରାଜ୍ୟ ସରକାର ସବୁବେଳେ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଅର୍ଥନୈତିକ କ୍ଷେତ୍ରରେ ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ସମୟରେ ମହିଳା ଏସଏଚଜିଙ୍କୁ ସହାୟତା ଯୋଗାଇ ଦିଆଯାଉଛି ।

ମହିଳାମାନଙ୍କୁ ସାମାଜିକ, ମାନସିକ ଓ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ନେବାରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ବହୁ ଗୁୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି। ଏହାସହ କମ୍ୟୁନିଟି ଷ୍ଟାଫ୍‌ଙ୍କ ପାରିଶ୍ରମିକ ଓ ଗସ୍ତ ଖର୍ଚ୍ଚ ବୃଦ୍ଧି କରାଯାଇ ବ୍ୟାଙ୍କ ମାଧ୍ୟମରେ ପ୍ରଦାନ କରିବା, ମିଶନଶକ୍ତିରେ ଘୋଷଣା କରାଯାଇଥିବା ଆଇକାର୍ଡ ଶୀଘ୍ର ପ୍ରଦାନ ସମେତ ୧୦ଟି ଦାବି କରିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

52 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago