Below header

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ।

ପୁରୀ(କେନ୍ୟୁଜ): ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ।

ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ନୀତି ଶେଷ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.