ବଲାଙ୍ଗିର(କେନ୍ୟୁଜ୍) : ବଲାଙ୍ଗିର ଜେଲରେ ପହଞ୍ଚିଲେ ପୁଞ୍ଜିଲାଲ ମେହେର। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ପାଟଣାଗଡ଼ ଜେଲ୍ରୁ ବଲାଙ୍ଗିର ଜେଲକୁ ସ୍ଥାନାନ୍ତରିତ କରାଯାଇଛି। ତାଙ୍କୁ ସ୍ଥାନାନ୍ତର ନେଇ ନିର୍ଦ୍ଦେଶ ଦେଇଥିଲେ ପାଟଣାଗଡ଼ ଏଡିଜେ କୋର୍ଟ। ଜେଲ୍ ଅଧିକାରୀ ଓ କର୍ମଚାରୀ ତାଙ୍କୁ ନିର୍ୟାତନା ଦେଉଥିବା ନେଇ ଅଭିଯୋଗ କରିଥିଲେ ପୁଞ୍ଜିଲାଲ। ସେହିପରି ନିକଟରେ ଜେଲରୁ ଚମ୍ପଟ ମାରିବା ପାଇଁ ପୁଞ୍ଜିଲାଲ ଉଦ୍ୟମ କରୁଥିବା ଜଣା ପଡ଼ିଥିଲା। ଏହାପରେ ତାଙ୍କୁ ପାଟଣାଗଡ଼ ଜେଲରୁ ବଲାଙ୍ଗିର ଜେଲକୁ ସ୍ଥାନାନ୍ତର କରାଯାଇଛି। ବଲାଙ୍ଗିର ଜେଲ୍ରେ ସୁଶାନ୍ତ ଧଳସାମନ୍ତଙ୍କ ପରି ବହୁ ଦୁର୍ଦ୍ଦାନ୍ତ ଅପରାଧୀ ଅଛନ୍ତି।
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…