ପୁରୀ: ଟ୍ରେନ ଆଗକୁ ଡେଇଁ ବୃଦ୍ଧଙ୍କ ଆତ୍ମହତ୍ୟା, ମୃତଙ୍କ ମିଳିନି ପରିଚୟ

ପୁରୀ (କେନ୍ୟୁଜ): ଟ୍ରେନ ଆଗକୁ ଡେଇଁ ବୃଦ୍ଧଙ୍କ ଆତ୍ମହତ୍ୟା। ମୃତ ବୃଦ୍ଧଙ୍କ ପରିଚୟ ମିଳିପାରିନାହିଁ। ଗୁଣୁପୁର – ପୁରୀ ପାସେଞ୍ଜର ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା ସୂଚନା।ଜିଆରପି ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।