ଆଜିଠାରୁ ପୁରୀ ଅଠରନଳା ପୋଲ ଉପରେ ଯାତାୟାତ ବନ୍ଦ, ଐତିହ୍ୟ କୀର୍ତ୍ତିରାଜି ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ

ପୁରୀ : ଆଜିଠାରୁ ପୁରୀ ଅଠରନଳା ପୋଲ ଉପରେ ଯାତାୟାତ ବନ୍ଦ । ଐତିହ୍ୟ କୀର୍ତ୍ତିରାଜି ସୁରକ୍ଷା ଓ ସଂରକ୍ଷଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି । ଏଏସ୍‌ଆଇଟି ରିପୋର୍ଟ ଆଧାରରେ ଆଜିଠାରୁ ଅଠରନଳାକୁ ସଂପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି ।

ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପୁରୀକୁ ବିଶ୍ୱ ଐତିହ୍ୟ କରିବା ପାଇଁ ଅନେକ ଯୋଜନା ପ୍ରସ୍ତୁତ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ସହରର କୀର୍ତ୍ତିରାଜି ସୁରକ୍ଷା ଓ ସଂରକ୍ଷଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.