ପୁରୀ (କେନ୍ୟୁଜ): ଆସନ୍ତାକାଲି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…