ରାଜ୍ୟ

ଲକ୍‌ ଡାଉନ୍‌ ପାଇଁ ଆହ୍ଵାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ, ଏହାକୁ ସମ୍ପୂର୍ଣ୍ଣ ପାଳନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କଲେ ପୁରୀ ଗଜପତି

ପୁରୀ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅପିଲ । ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ୍‌ ପାଇଁ ଆହ୍ଵାନ ଦେଇଛନ୍ତି । କରୋନା ଭାଇରସକୁ ପ୍ରତିହିତ କରିବାକୁ ଏହି ଆହ୍ଵାନ ଦେଇଛନ୍ତି । ଏହାକୁ ସମ୍ପୂର୍ଣ୍ଣ ଭାବେ ପାଳନ କରିବାକୁ ରାଜ୍ୟବାସୀଙ୍କୁ ପୁରୀ ଗଜପତିଙ୍କ ନିବେଦନ । ଗଜପତି ଓ ତାଙ୍କ ପରିବାର ଏବେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି । ସେ ଆମେରିକାରୁ ଫେରିବା ପରେ ହୋମ୍‌ କ୍ୱାରେଣ୍ଟାଇନରେ ଅଛନ୍ତି । ସେ ଓ ତାଙ୍କ ପରିବାର ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ମହାପ୍ରଭୁଙ୍କ କୃପାରୁ ଆମେ ସୁସ୍ଥ ଅଛୁ ବୋଲି କହିଛନ୍ତିି ପୁରୀ ଗଜପତି ଦିବ୍ୟସିଂହଦେବ ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

22 seconds ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

8 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

25 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

58 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

60 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago