Categories: ରାଜ୍ୟ

ପୁରୀ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନୂଆ ୱେବ୍‌ସାଇଟ୍‌ ଲୋକାର୍ପଣ, ବିଶ୍ୱବ୍ୟାପୀ ଥିବା ଭକ୍ତଙ୍କୁ ଏକାଠି କରିବାରେ ହେବ ସହାୟକ

ପୁରୀ(କେନ୍ୟୁଜ୍) : ପୁରୀ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଶ୍ରୀମନ୍ଦିରର ଏକ ୱେବ୍‌ସାଇଟ୍‌ ଲୋକାର୍ପଣ କରାଯାଇଛି। jagannath.in ନାଁରେ ତିଆରି ହୋଇଥିବା ଏହି ନୂଆ ୱେବ୍‌ ସାଇଟ୍‌କୁ ଗଜପତି ଦିବ୍ୟସିଂହ ଦେବ ଉନ୍ମୋଚିତ କରିଛନ୍ତି। ଏହି ୱେବ୍‌ ସାଇଟ୍‌ ବିଶ୍ୱବ୍ୟାପୀ ଥିବା ଭକ୍ତଙ୍କୁ ଏକାଠି କରିବାରେ ସହାୟକ ହେବ ବୋଲି ସେ କହିଛନ୍ତି।

ୱେବ୍‌ ସାଇଟରେ ଅନ୍‌ ଲାଇନ ମାଧ୍ୟମରେ ଦାନ ଗ୍ରହଣ କରିହେବ। ଏହାସହ ନିମନ୍ତ୍ରଣ କାର୍ଡ ଆଦି ପ୍ରେରଣ କରି ହେବ। ଆଗାମୀ ଦିନରେ ଏହି ୱେବ୍‌ ସାଇଟ୍‌କୁ ବିଭିନ୍ନ ଆଞ୍ଚଳକି ଭାଷାରେ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

KNews Bureau

Recent Posts

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

3 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

6 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

13 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

15 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

51 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

1 hour ago