ପୁରୀ(କେନ୍ୟୁଜ୍): ପାଖେଇ ଆସୁଛି ରଥଯାତ୍ରା। ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥର ନିର୍ମାଣ କାମ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ଚାରି ନାହାକା ପଡିବା ପରେ ରଥର ଉପରିଭାଗ କାମ ଆରମ୍ଭ ହୋଇଛି। ଏହା ମଧ୍ୟରେ ରଥରେ ଛନ୍ଦା ଗୟଳ ପକାଯାଇଛି।ତିନି ରଥରେ ଛନ୍ଦା ଗୟଳ ଓ ପୋଲ ଗୟଳ ପକାଯାଇଛି।ତାଳଧ୍ୱଜ ଓ ନନ୍ଦିଘୋଷ ରଥରେ ୧୨ଟି ଲେଖାଏଁ ଗୟଳ ଓ ଦେବଦଳନ ରଥର ୮ଟି ଗୟଳ ଲଗାଯାଇଛି। ପୋଲ ଗୟଳ ପଡିବା ପରେ ଛନ୍ଦା ଗୟଳ ପକାଯାଉଛି। ଏହା ନିରାଡ଼ି ଓ ପୋଲ ଗୟଳକୁ ବାନ୍ଧି ରଖିବା ଦ୍ୱାରା ରଥ ମଜଭୁତ୍ ହେବ। ଆଜି ଗୟଳ କାମ ସରିବାର ସମ୍ଭାବନା ରହିଛି। ଗୟଳ କାମ ସରିବା ପରେ ଯୋକା ବୁଲିବ। ପ୍ରତି ରଥର କୋଣ ଅନୁସାରେ ଯୋକା ବୁଲିବ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…