ପୁରୀ (କେନ୍ୟୁଜ) : ଜୁଲାଇ ୨୫ ଯାଏଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରଥଯାତ୍ରା ପରେ ନିଆଯିବ ପରବର୍ତ୍ତୀ ନିଷ୍ପତ୍ତି। ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଡକ୍ଟର କ୍ରିଷନ କୁମାର। ଶ୍ରୀମନ୍ଦିର ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା।