ରାଜ୍ୟ

ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ, ଆଜି ଶ୍ରୀମନ୍ଦିର କରାଗଲା ସାନିଟାଇଜ୍‌

ପୁରୀ(କେନ୍ୟୁଜ୍):  ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ । ଆଜି ସଟଡାଉନ୍‌ ଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ୍‌ କରାଯାଇଛି। ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିଛନ୍ତି ଅଗ୍ନିଶମ ବିଭାଗ ।

ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର ଚାରିଦ୍ୱାର, ଜୋତା ଷ୍ଟାଣ୍ଡ,ବ୍ୟାରିକେଡ୍‌ ଓ ଅନ୍ୟାନ୍ୟ ସବୁ ସ୍ଥାନକୁ ବିଶୋଧନ କରାଯାଇଛି । ଶ୍ରୀମନ୍ଦିରରେ ପ୍ରତିଦିନ ମହାପ୍ରଭୁଙ୍କ ଦୈନନ୍ଦିନ ସେବା,ପୂଜା କରୁଥିବା ସେବାୟତଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ସାନିଟାଇଜ କରାଯାଇଛି।.

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

15 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

17 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

52 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago