ଆଜି ମହାପ୍ରଭୁଙ୍କର ବନକ ଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରର ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ମହାପ୍ରଭୁଙ୍କର ବନକ ଲାଗି ନୀତି ଯୋଗୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ଦର୍ଶନ ବନ୍ଦ ରହିବ । ମାଘ ମାସ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କର ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରର ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ମହାପ୍ରଭୁଙ୍କର ବନକ ଲାଗି ନୀତି ଯୋଗୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ଦର୍ଶନ ବନ୍ଦ ରହିବ । ମାଘ ମାସ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କର ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ ।

ଏଥିପାଇଁ ଦ୍ବିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ବାର ବନ୍ଦ ରହିବ । ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କପ ଶ୍ରୀମୁଖ ଶୃଙ୍ଗାର କରିବେ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.