ପୁରୀ ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତା, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତି ପରିବାରକୁ ମିଳିବ ୫ ହଜାର

ପୁରୀ: ପୁରୀ ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତା। ପ୍ରତି ସେବାୟତଙ୍କ ପରିବାରକୁ ମିଳିବ ୫ ହଜାର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସହାୟତା ପ୍ରଦାନ କରାଯାଇଛି। ସେବାୟତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଏହି ଟଙ୍କା ଯିବ । ଲକ୍‌ଡାଉନରେ ଆର୍ଥିକ ସ୍ଥିତି ବିଗୁଡୁଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହାୟତା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି।