ଆଜି ବି କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର, ଅଦୃଶ୍ୟ ହୋଇଗଲା ଶ୍ରୀମନ୍ଦିର ନୀଳଚକ୍ର

ଆଜି ବି କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ଅଦୃଶ୍ୟ ହୋଇଗଲା ଶ୍ରୀମନ୍ଦିର ନୀଳଚକ୍ର । ଘନ କୁହୁଡି ହେତୁ ଅନେକ ସମୟ ଧରି ଭକ୍ତ ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଛନ୍ତି ।

ପୁରୀ (କେନ୍ୟୁଜ): ଆଜି ବି କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ଅଦୃଶ୍ୟ ହୋଇଗଲା ଶ୍ରୀମନ୍ଦିର ନୀଳଚକ୍ର । ଘନ କୁହୁଡି ହେତୁ ଅନେକ ସମୟ ଧରି ଭକ୍ତ ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଛନ୍ତି । ପତିତିପାବନଙ୍କ ଦର୍ଶନ କରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଥିଲା । ରାଧାବଲ୍ଲବ ମଠ ନିକଟ ନିଷିଦ୍ଧାଞ୍ଚଳ ବାହାରୁ ପତିତପାବନଙ୍କୁ ଦର୍ଶନ କରୁଥିବା ଭକ୍ତ ମାନଙ୍କ ଦର୍ଶନରେ ଟିକେ ସମସ୍ଯା ଉପୁଜିଥିଲା । ବଡ଼ଦାଣ୍ଡରେ ଲାଇଟ ଲଗାଇ ଗାଡ଼ି ଚଳାଚଳ କରୁଥିବା ଦେଖିବାକୁ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.