ରାଜ୍ୟ

ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ୧ଟା ୧୫ ମିନିଟରେ ଯଜ୍ଞସ୍ଥଳରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଦିନ ଗୋଟାଏରେ ପୁରୀ ହେଲିପ୍ୟାଡରେ ପହଞ୍ଚି ସେଠାରୁ ଯଜ୍ଞ ସ୍ଥଳ ଅଭିମୁଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ। ଗୋଟାଏ ୧୫ମିନିଟରେ ଯଜ୍ଞସ୍ଥଳରେ ପହଞ୍ଚିବେ। ଗୋଟାଏ ୨୦ମିନିଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଉତ୍ସର୍ଗ କରିବେ। ସାଢେ ଗୋଟାଏରେ ଯଜ୍ଞସ୍ଥଳରେ ପହଞ୍ଚି ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ସାମିଲ ହେବେ।

ଦିନ ଗୋଟାଏ ୫୦ରେ ଭିତର ପ୍ରଦକ୍ଷିଣ ଶୋଭାଯାତ୍ରାରେ ଗଜପତି ମହାରାଜା ଓ ଅନ୍ୟ ଅତିଥିଙ୍କ ସହ ଯୋଗ ଦେବେ ନବୀନ। ଏହି ସମୟରେ ବେଦ ପାଠ ଆରମ୍ଭ ହେବ। ଅପରାହ୍ମ ୨ଟା ୨୫ରେ ସମ୍ମାନ ଉତ୍ସବରେ ଯୋଗଦେବେ। ସେଠାରେ ଶ୍ରୀମନ୍ଦିର ସେବକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରାଯିବ। ଏହି ସମୟରେ ବେଦ ପାଠ ଶେଷ ହେବ। ୨ଟା ୩୫ରେ ପରିକ୍ରମା ପ୍ରକଳ୍ପ ନେଇ ବୃତ୍ତଚିତ୍ର ପ୍ରଦର୍ଶନ କରାଯିବ। ୨ଟା ୪୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିପ୍ୟାଡକୁ ଯାଇ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବେ।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

7 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

8 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

9 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

9 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

9 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

10 hours ago