ରାଜ୍ୟ

ପୁରୀ ସ୍ୱର୍ଗଦ୍ୱାର ନବୀକରଣ ପରେ ଆଜି ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ କରାଗଲା ଲୋକାର୍ପଣ

ପୁରୀ: ପୁରୀ ସ୍ୱର୍ଗଦ୍ୱାର ନବୀକରଣ ହେବା ପରେ ଆଜି ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ ହୋଇଛି। ଜିଲ୍ଲାପାଳ ସମର୍ଥ ବର୍ମା ଆଜି ଏହାକୁ ଲୋକାର୍ପଣ କରିଛନ୍ତି। ସ୍ୱର୍ଗଦ୍ୱାରକୁ ନୂତନ ଶୈଳୀରେ ନିର୍ମାଣ କରାଯାଇଛି। ତେଲେଙ୍ଗନା ମହାପ୍ରସ୍ଥାନମ୍‌ ଢାଞ୍ଚାରେ ନିର୍ମାଣ କରାଯାଇଛି ସ୍ୱର୍ଗଦ୍ୱାର। ପ୍ରାୟ ୬କୋଟି ୩୦ ଲକ୍ଷ୍ୟ ବ୍ୟୟରେ ନିର୍ମାଣ ହୋଇଛି ସ୍ୱର୍ଗଦ୍ୱାର ଓ ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ।

ସ୍ୱର୍ଗଦ୍ୱାରର ଶବଦାହ କେନ୍ଦ୍ରକୁ ସଂପୂର୍ଣ୍ଣ ଆଧୁନିକ ଶୈଳୀରେ ପ୍ରୀକାଷ୍ଟ କଙ୍କ୍ରିଟ୍‌ ଦ୍ୱାରା ନିର୍ମାଣ କରାଯାଇଛି। ଏଥିରେ ୨୮ଟି ଶବଦାହ ପିଣ୍ଡି ରହିଛି। ଏକକାଳୀନ ୨୮ଟି ଶବଦାହ କରାଯାଇପାରିବ। ଉପଯୁକ୍ତ ପରିବେଶ ପାଇଁ ଶବଦାହ କେନ୍ଦ୍ରର ଚାରିପାଖକୁ ଗ୍ରୀନେରୀ କରାଯାଇଛି। ଶବଦାହ ସମୟରେ ପରିବେଶ ସନ୍ତୁଳନ ପାଇଁ ରହିଛି ସ୍ୱତନ୍ତ୍ର ବ୍ୟବସ୍ଥା। ଲୋକାର୍ପଣ ସମୟରେ ଅତିରିକ୍ତ ଜିଲ୍ଲାପାଳ ବିନୟ ଦାସ, ଉପଜିଲ୍ଲାପାଳ ଭତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago