କେନ୍ୟୁଜ୍(ବ୍ୟୁରୋ): ୧୬ରୁ ଜିଲ୍ଲା ବାହାର ଲୋକଙ୍କ ପାଇଁ ସ୍ୱର୍ଗଦ୍ୱାର ଖୋଲିବ। ସର୍ବନିମ୍ନ ୧୦ ଜଣ ସମ୍ପର୍କୀୟ ଉପସ୍ଥିତ ରହିବାକୁ ଅନୁମତି । କରୋନା ମହାମାରୀ ପାଇଁ ପୁରୀର ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାରର ଲୋକଙ୍କ ଶବଦାହ ପାଇଁ ଥିବା କଟକଣାକୁ ହଟାଇ ଦିଆଯାଇଛି। କଟକଣା ଯୋଗୁଁ ଅନେକ ଶବ ସ୍ୱର୍ଗଦ୍ୱାର ଆସି ଫେରିଯାଉଥିଲ।
ଜିଲ୍ଲାରେ କୋଭିଡ ସଂକ୍ରମଣ ସ୍ଥିତି ହ୍ରାସ ପାଇବ ପରେ ଏହି ନିଷ୍ପତ୍ତି ନିଆଯାଇଛି। ମୃତକଙ୍କ କୋଭିଡ ନେଗେଟିଭ୍ ରିପୋର୍ଟ ଦେଖାଇ ଶବଦାହ କରାଯିବା ନେଇ ପ୍ରଶାସନ ତରଫରୁ ନିଷ୍ପତ୍ତି ନିଆଯାଇଛି। ମହୋଦଧିରେ ମଧ୍ୟ ମୃତକଙ୍କ ଅସ୍ଥି ବିସର୍ଜନ କରିପାରିବେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ନୂଆ ଏସଓପି ଆସିଛି। ଉପଜିଲ୍ଲାପାଳ ଭବତାରଣ ସାହୁ ଏ ନେଇ ସୂଚନା ଦେଇଛନ୍ତି।.
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…