ନିଶାସକ୍ତ ଅବସ୍ଥାରେ ଡିୟୁଟି କରିବା ପଡିଲା ମହଙ୍ଗା: ପୁରୀ ତାଳବଣିଆ ଥାନାର ଏଏସ୍‌ଆଇ ନିଲମ୍ବିତ

 

ଏ ନେଇ ଜିଲ୍ଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ୍‌ଙ୍କ ପାଖରେ ଖବର ପହଞ୍ଚିବା ପରେ ସେ ତାଙ୍କୁ ନିଲମ୍ବିତ କରିଛନ୍ତି। ନିଶାପାନ କରି ଡିୟୁଟି କରିବା ଏବଂ ଡିୟୁଟିରେ ଅବହେଳା କରିଥିବା କାରଣରୁ ସୋରେନ୍‌ଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.