ପୁରୀ(କେନ୍ୟୁଜ୍) : ଘନ କୁହୁଡ଼ରେ ଲୁଚିଗଲା ଶ୍ରୀମନ୍ଦିର । ଅଦୃଶ୍ୟ ହୋଇଗଲା ଶ୍ରୀମନ୍ଦିର ନୀଳଚକ୍ର । ଘନ କୁହୁଡି ହେତୁ ଅନେକ ସମୟ ଧରି ଭକ୍ତ ନୀଳଚକ୍ର ଦର୍ଶନରୁ ବଞ୍ଚିତ ରହିଛନ୍ତି । ପତିତିପାବନଙ୍କ ଦର୍ଶନ କରିବାରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଥିଲା। ରାଧାବଲ୍ଲବ ମଠ ନିକଟ ନିଷିଦ୍ଧାଞ୍ଚଳ ବାହାରୁ ପତିତପାବନଙ୍କୁ ଦର୍ଶନ କରୁଥିବା ଭକ୍ତ ମାନଙ୍କ ଦର୍ଶନରେ ଟିକେ ସମସ୍ୟା ଉପୁଜିଥିଲା ।
ବଡ଼ଦାଣ୍ଡରେ ଲାଇଟ ଲଗାଇ ଗାଡ଼ି ଚଳାଚଳ କରୁଥିବା ଦେଖିବାକୁ ମିଳିଛି । କୁହୁଡ଼ି ଚାଦର ତଳେ ଲୁଚିଗଲା ଅର୍କକ୍ଷେତ୍ର କୋଣାର୍କ । ଘନ କୁହୁଡ଼ି ଯୋଗୁଁ ଆଜି ଦୃଶ୍ୟମାନ ହୋଇ ନଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିର । ଲୁଚିଯାଇଛି ବ୍ଲାକ ପାଗୋଡ଼ା। ଫଳରେ ଦୂରରୁ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିରକୁ ଦେଖି ପାରି ନାହାଁନ୍ତି ।
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…