ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ କରୋନା, ଟ୍ବିଟ ଯୋଗେ ଦେଲେ ସୂଚନା

କେନ୍ୟୁଜ୍(ବ୍ୟୁରୋ):  ପୂର୍ତ୍ତ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ବିଟ ଯୋଗେ  ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ସେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ସେ ସୁସ୍ଥ ଅଛନ୍ତି। ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରି ସଙ୍ଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.