କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ପାଳନ ହେବ ମାଣ୍ଡିଆ ଦିବସ। ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ମାଣ୍ଡିଆ ଦିବସ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏନେଇ ଟ୍ଵିଟ ଯୋଗେ ସୂଚନା ଦେଇଛନ୍ତି କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢୀ। ପରିବେଶ ଓ ସ୍ୱାସ୍ଥ୍ୟ ପାଇଁ ହିତକର ପୁଷ୍ଟିଶସ୍ୟର ବହୁଳ ପ୍ରଚାର ଓ ବ୍ୟବହାର ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଛି।ଚଳିତ ବର୍ଷ ନଭେମ୍ବର ୧୦ ତାରିଖରେ ପଡୁଛି ମାର୍ଗଶୀର ମାସ ପ୍ରଥମ ଗୁରୁବାର।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…