ଜଗତସିଂହପୁର : ରଘୁନନ୍ଦନଙ୍କ ଘରବାହୁଡା। ବିଜେପି ଛାଡି ବିଜେଡିରେ ଯୋଗଦେଲେ ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ରଘୁନନ୍ଦନ ଦାସ। ସେ ବିଜେଡି ଦଳର ପ୍ରତିଷ୍ଠାତା ସଦସ୍ୟ ଥିଲେ। ନିଜର ଶତାଧିକ ସମର୍ଥକଙ୍କ ସହ ସେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ଏହି ଅବସରରେ ଜଗତସିଂହପୁର ଜିଲ୍ଲା ସଭାପତି ବିଷ୍ଣୁ ଦାସ, ବିଜେଡି କାର୍ୟ୍ୟକାରୀ ସଭାପତି ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ। ବିଜେଡିରେ ଯୋଗଦେବା ପରେ ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଦଳ ପାଇଁ ଶୃଙ୍ଖଳାର ସହ କାମ କରିବି।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…