ଲିଫ୍ଟ ଇରିଗେସନ ଅଧ୍ୟକ୍ଷ ପଦରୁ ରଘୁନାଥ ମହାନ୍ତିଙ୍କ ଇସ୍ତଫା

ଲିଫ୍ଟ ଇରିଗେସନ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ରଘୁନାଥ ମହାନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏବେ ସାରା ରାଜ୍ୟରେ ନିର୍ବାଚନର ଖୁବ୍ ଚର୍ଚ୍ଚା ହେଉଥିବା ବେଳେ ରଘୁନାଥ ମହାନ୍ତି ବସ୍ତା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇପାରନ୍ତି ନେଇ ଚର୍ଚ୍ଚା ଜୋର ଧରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.