Below header

ବିଜେପିରେ ଯୋଗଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି

ଭୁବନେଶ୍ବର(କେନ୍ୟୁଜ୍) : ବିଜେପିରେ ଯୋଗଦେଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି । ବିଜେପିର ବହୁ ବରିଷ୍ଠ ନେତାଙ୍କ ଉପସ୍ଥିତରେ ପଦ୍ମ ଧରିଛନ୍ତି । ବିଜେଡିରୁ ଇସ୍ତଫା ଦେବା ପରେ ରଘୁନାଥ ଓ ତାଙ୍କ ପରିବାର ସଦସ୍ୟ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇଥିବା କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.