ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ, ଆୟକର ବିଭାଗ ପକ୍ଷରୁ ୧୦ ସ୍ଥାନରେ ଚଢ଼ାଉ

ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ।

ଭୁବନେଶ୍ୱର (କେନ୍ୟୁଜ): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା ସୂଚନା ମିଳିଛି । ଆୟକର ବିଭାଗ ପକ୍ଷରୁ ୧୦ ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି। IT ବିଭାଗ ପକ୍ଷରୁ ରେଡ୍ କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.