Categories: ରାଜ୍ୟ

ପୁରୀ-ଦୁର୍ଗ ଇଣ୍ଟରସିଟ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣୀ ଦାବି , ବଲାଙ୍ଗିର ସଇଁତଳା ଷ୍ଟେସନରେ ଆନ୍ଦୋଳନକାରୀଙ୍କ ରେଳରୋକ

ବଲାଙ୍ଗିର(କେନ୍ୟୁଜ୍) : ଏକ୍ସପ୍ରେସ ରହଣି ଦାବିରେ ରେଳରୋକ। ବଲାଙ୍ଗିର ସଇଁତଳା ଷ୍ଟେସନରେ ଇଣ୍ଟରସିଟି ରହଣି ଦାବିରେ ରେଳରୋକ କରାଯାଇଛି। ପୁରୀ-ଦୁର୍ଗ ଇଣ୍ଟରସିଟି ରହଣି ଦାବିରେ ସଇଁତଳା ବିକାଶ ପରିଷଦ ପକ୍ଷରୁ ଧାରଣା ଦିଆଯାଇଛି। ପୁରୀ-ଗାନ୍ଧିଧାମ ଏକ୍ସପ୍ରେସକୁ ଆନ୍ଦୋଳନକାରୀମାନେ ଅଟକାଇଛନ୍ତି। ଦୀର୍ଘ ଘଣ୍ଟା ଧରି ଅଟକି ରହିବା ଫଳରେ ଯାତ୍ରୀମାନେ ହଇରାଣ ହେଉଛନ୍ତି। ଦୀର୍ଘ ଦିନରୁ ଇଣ୍ଟରସିଟି ରହଣି ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ରେଳ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନଥିବା ଅଭିଯୋଗ ହୋଇଛି। ଶୀଘ୍ର ଦାବି ପୂରଣ କରାନଗଲେ ଆନ୍ଦୋଳନକୁ ଆହୁରି ଜୋରଦାର କରିବାକୁ ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago