ଟ୍ଵିନ୍ସିଟିରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଟ୍ଵିନ୍ସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ । ପଶ୍ଚିମା ଝଡ଼ ପ୍ରଭାବରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସମ୍ଭାବନା । ଭୁବନେଶ୍ୱର ଓ କଟକ ସହରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଏହା ସହ ୪୦ରୁ ୫୦ କିମି ପବନ ବହିବା ସମ୍ଭାବନା ।

ଭୁବନେଶ୍ବର(କେନ୍ୟୁଜ୍): ଟ୍ଵିନ୍ସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ । ପଶ୍ଚିମା ଝଡ଼ ପ୍ରଭାବରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସମ୍ଭାବନା । ଭୁବନେଶ୍ୱର ଓ କଟକ ସହରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଏହା ସହ ୪୦ରୁ ୫୦ କିମି ପବନ ବହିବା ସମ୍ଭାବନା ।ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।