ଟ୍ଵିନସିଟିରେ ଲଗାଣ ବର୍ଷା: ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି, କାଲିଠୁ ଶୁଖିଲା ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ୍): ଟ୍ଵିନସିଟିରେ ଲଗାଣ ବର୍ଷା । କଟକ ଓ ଭୁବନେଶ୍ୱରରେ ପାହାନ୍ତିଆରୁ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଜୁଲାଇ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ଲଗାତର ବର୍ଷା ଲାଗି ରହିଥିବା ବେଳେ କାଲିଠୁ ପାଗ ଶୁଖିଲା ରହିବ । କିଛି ଦିନ ପାଗ ଖରାଟିଆ ରହିବା ପରେ ଅଗଷ୍ଟ ପ୍ରଥମ ସପ୍ତାହ ଶେଷ ଆଡକୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.