Below header

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି । ଆଜି ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହୋଇପାରେ ।

କେନ୍ୟୁଜ: ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି । ଆଜି ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହୋଇପାରେ ।

ବାତ୍ୟା ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକୁ ୨ନଂ ବିପଦ ସଙ୍କେତ ଜାରି ହୋଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଆଲର୍ଟରେ ଅଛନ୍ତି ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.