Below header

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛିି କାଳବୈଶାଖୀ ବର୍ଷା, ୨୮ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏଭଳି ପାଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଜାରି ରହିଛିି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ  କରିଛି ପାଣିପାଗ ବିଭାଗ । ଏହି ସମୟରେ ବଜ୍ରପାତ ସହ ବର୍ଷା ହେବ। ଘଣ୍ଟା ପ୍ରତି ୫୦ରୁ ୬୦କିଲୋମିଟର ବେଗରେ ପବନ ବହିବ। ୨୮ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବ। ଏହାପରେ ପରିବର୍ତ୍ତନ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.