ଆଜି ବିଭିନ୍ନ ରାଜ୍ୟରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ ରାଜ୍ୟର ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ନୂଆପଡା, ବଲାଙ୍ଗିରି, ରାୟଗଡା, ଗଜପତି, ଗଂଜାମ, କୋରାପୁଟ ଏବଂ କନ୍ଧମାଳରେ ପାଗ ଶୁଖିଲା ଥିବା ବେଳେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ସୂଚନା ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ, ନୂଆପଡା, ବଲାଙ୍ଗିରି, କୋରାପୁଟ, ଭଦ୍ରକ, ରାୟଗଡା ଏବଂ ଗଜପତି ଅଞ୍ଚଳରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଦୁଇଟି ସ୍ଥାନରେ ୟେଲୋ ୱାର୍ଣ୍ଣି ମଧ୍ୟ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.