ରାଜ୍ୟ

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

କୋରାପୁଟ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ସତର୍କତା ଅବଲମ୍ବନ କରାଯାଇଛି । ଅପରାହ୍ନରେ ପାଗ ମେଘୁଆ ରହିବା ସହ ପ୍ରବଳ ବର୍ଷା ହୋଇଛି । ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନଦୀ ତଟବର୍ତ୍ତୀ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସଜାଗ ରହିବାକୁ କୁହାଯାଇଛି । ସମସ୍ତ ବ୍ଲକର ବିଡିଓ ଏବଂ ତହସିଲଦାରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Sonalisa

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago