Below header

ବାତ୍ୟା ଫନି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

କେନ୍ୟୁଜ୍ : ବାତ୍ୟା ଫନି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଗଞ୍ଜାମ ଓ ଗୋପାଳପୁରରେ ପ୍ରବଳ ବର୍ଷା ହେଉଛି। ସମୁଦ୍ର ଅଶାନ୍ତ ହେବା ସହ ଉଚ୍ଚ ଜୁଆର ଉଠୁଛି । କୋଣାର୍କ ଚନ୍ଦ୍ରଭାଗାରେ ସମୁଦ୍ର ଅଶାନ୍ତ ହୋଇପଡିଛି। ନୋଳିଆ ବସ୍ତି ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଖୋର୍ଦ୍ଧାରେ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଖୋର୍ଦ୍ଧା,ଜଟଣୀ ଓ ପିପିଲିରେ ବର୍ଷା ଆରମ୍ଭ ହୋଇଯାଇଛି। କେନ୍ଦ୍ରାପଡ଼ାରେ ମଧ୍ୟ ପାଗରେ ପରିବର୍ତ୍ତନ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.