ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆଜିଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆଜିଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲା ଗୁଡିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଆସନ୍ତାକାଲିଠାରୁ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ମୟୁରଭଞ୍ଜ, କଟକ ଯାଜପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.