ଆଜି ଅଧିକ ରହିବ ବର୍ଷାର ପରିମାଣ, ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ମୌସୁମୀ ବର୍ଷା ଜାରି । ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଆଜି ଅଧିକ ରହିବ ବର୍ଷାର ପରିମାଣ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ମୌସୁମୀ ବର୍ଷା ଜାରି । ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା । ଆଜି ଅଧିକ ରହିବ ବର୍ଷାର ପରିମାଣ। ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ସେପଟେ ୨୬ ତାରିଖ ଯାଏ ୧୯ ଜିଲ୍ଳାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ା ଏହି ସମୟ ମଧ୍ୟରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ପୂର୍ବାନୁମାନ ଜାରି କରିଛି ପାଣିପାଗ ବିଭାଗ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୪୩.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୨୨.୯ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.