ରାଜ୍ୟ

ଆଜିଠୁ ପୁଣି ବୃଦ୍ଧି ପାଇବ ବର୍ଷାର ପ୍ରକୋପ: ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ବଢ଼ିବ ବର୍ଷା । ଆଜିଠୁ ବର୍ଷାର ପ୍ରକୋପ ପୁଣି ବୃଦ୍ଧି ପାଇବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରାଯାଇଛି। ରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ। ଏହା ସହ ପାଣି ଜମିରହିଲେ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

Sonalisa

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

8 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

16 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

33 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago