ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଅକ୍‌ଟୋବର ୧ରୁ ରାଜ୍ୟରେ ବଢିବ ବର୍ଷା, ବିଜୁଳି ଘଡଘଡି ସହ ପ୍ରବଳ କାଚିବ!

ଭୁବନେଶ୍ୱର(କେନ୍ୟୁଜ୍): ଅକ୍‌ଟୋବର ୧ରୁ ରାଜ୍ୟରେ ବଢିବ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ବିଜୁଳି ସହ ଘଡ଼ଘଡ଼ି ପାଇଁ ୧୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆହୁରି ୩ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨୮ ଏବଂ ୨୯ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.