Below header

ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ଯାଏ ସୃଷ୍ଟି ହେଲା ଟ୍ରାପ୍‌ ଲାଇନ୍‌: ପ୍ରଭାବରେ ଆଜିଠୁ ୧୩ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବର୍ଷା! ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ପୁଣି ବଦଳିବ ପାଗ। ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛି ସ୍ଥାନରେ ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ପର୍ଯ୍ୟନ୍ତ ଏକ ଟ୍ରାପ୍‌ ଲାଇନ୍‌ ରହିଛି। ଏହାର ପ୍ରଭାବରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଆସନ୍ତା ୨୪ଘଣ୍ଟା ପାଇଁ ରାଜ୍ୟର ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୪ପରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.