ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ବର: ପାକିସ୍ତାନରୁ ବାଂଲାଦେଶ ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଯାହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ ।

ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ସକ୍ରିୟ ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.