ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଶିଳ୍ପୀ ରଘୁନାଥ ମାହାପାତ୍ର କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଶିଳ୍ପୀ ରଘୁନାଥ ମାହାପାତ୍ର ମଧ୍ୟ କରୋନା ସଂକ୍ରମିତ। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏମ୍‌ସରେ ଭର୍ତ୍ତି କରାଯାଇଛି।

ଏମ୍‌ସର ବିଶେଷଜ୍ଞ ଡାକ୍ତର ତାଙ୍କର ଚିକିତ୍ସା କରୁଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.