ରାଜ୍ୟ

ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ଗୁରୁବାର ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ

ପୁରୀ (କେନ୍ୟୁଜ): ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ। ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରାକ୍ଷୀ ପ୍ରସ୍ତୁତିରେ ଲାଗି ପଡିଛନ୍ତି ପାଟରା ବିଷୋୟୀ ସେବାୟତ। ଟାରୋଟି ବଡ଼ ରାକ୍ଷୀ ସହ ପ୍ରସ୍ତୁତ ହେଉଛି ଗୁଆମାଳ। ରଙ୍ଗବେରଙ୍ଗର ବାସୁଙ୍ଗା ପାଟରେ ପ୍ରସ୍ତୁତ ହେଉଛି ରାକ୍ଷୀ। ବଳଭଦ୍ରଙ୍କ ପାଇଁ ବାଇଗଣୀ-ନୀଳ ଓ ଜଗନ୍ନାଥଙ୍କ ପାଇଁ ହଳଦିଆ-ନାଲି ରଙ୍ଗର ୨ଟି ଲେଖାଏଁ ରାକ୍ଷୀ ପ୍ରସ୍ତୁତ କରାଯାଉଛି।

ଏହାଛଡା ପାର୍ଶ୍ବ ଦେବାଦେବୀଙ୍କ ପାଇଁ ମଧ୍ୟ ରାକ୍ଷୀ ପ୍ରସ୍ତୁତ କରାଯାଉଛି। ଗହ୍ମା ପୂର୍ଣ୍ଣମୀ ଦିନ ଉତ୍କଳୀୟ ପରମ୍ପରା ଅନୁସାରେ ଭଉଣୀ ଭାଇ ହାତରେ ସ୍ନେହର ଡୋରି ବାନ୍ଧିଥାଏ। ଶ୍ରୀମନ୍ଦିରରେ ମଧ୍ୟ ଭଉଣୀ ସୁଭଦ୍ରା ଏହି ଦିନ ବଡ଼ଭାଇ ବଳଭଦ୍ର ଓ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବାର ପରମ୍ପରା ଯୁଗ ଯୁଗ କାଳରୁ ରହି ଆସିଛି।

Barsha

Recent Posts

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

10 mins ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

2 hours ago

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…

2 hours ago

ମୋ ପୁଅକୁ ଡାଇରିଆ ହେଇଥିଲା, ଡାକ୍ତରଖାନାରେ ଭଲ ହେବ କଣ ଓଲଟି ଚାଲିଗଲା

ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…

2 hours ago

ବାଇକକୁ ପିଟିଲା କାର ଘଟଣାସ୍ଥଳରେ ଭାଇ ଭଉଣୀ ମୃତ

ନରସିଂହପୁର (କେନ୍ୟୁଜ୍‌): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…

2 hours ago

ଭାରି ହେଇଗଲା ଅମୃତଭଣ୍ଡାର ଓଜନ ଓଲଟିପଡିଲା ଟ୍ରକ୍‌, ଗାଡି ଭିତରେ ଚାପି ରହି ଚାଲିଗଲା ଚାଳକର ଜୀବନ

ସୋର (କେନ୍ୟୁଜ) : ସବୁଦିନ ପରି ଆଜି ବି ଗାଡି ଚଲାଇ ଯାଉଥିଲେ । କିନ୍ତୁ ଏଥର ଭାରି ହେଇଗଲା…

2 hours ago