ରାଜ୍ୟ

କଳାହାଣ୍ଡି: ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କର ୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ବର(କେନ୍ଯୁଜ୍): କୋଟିପତି କଲେଜ ପ୍ରିନ୍ସିପାଲ । ଭିଜିଲାନ୍ସ ଜାଲରେ ପଡ଼ିଥିବା କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ହୀରାନୀଳା କଲେଜ ପ୍ରିନ୍ସିପାଲ ରମେଶ ଚନ୍ଦ୍ର ସାହୁଙ୍କର ୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍‌ ହୋଇଛି । ୫ କୋଟିର ସମ୍ପତ୍ତି ଆକଳନ କରଯାଇଛି ।

ଏହା ଭିତରେ ରହିଛି ୩ଟି କ୍ରସର ୟୁନିଟ୍‌, ଦୁଇଟି ଜେସିବି, ଚାରିଟି ଟିପର୍‌ । ଦୁଇଟି ଏସୟୁଭି ଗାଡ଼ି, ୪ଟି ଦୁଇ ଚକିଆ ଯାନ ଥିବା ଜଣାପଡିଛି । ରେଡ୍‌ ବେଳେ ରମେଶ ସାହୁଙ୍କର ଭୁବନେଶ୍ୱର ବାସଭବନରୁ ନଗଦ ୧ଲକ୍ଷ ୯୪ହଜାର ଟଙ୍କା ମିଳିଥିଲା । ଆଜି ବିଶ୍ୱନାଥପୁର କଲେଜର ଅଫିସ୍‌ ସମେତ ଡୁମଡୁମା, ହାଉସିଂବୋର୍ଡ କଲୋନୀରେ ଥିବା ବାସ ଭବନ, ବିଶ୍ୱନାଥପୁରରେ ଥିବା ପୈତୃକ ଘର, ଖୋର୍ଦ୍ଧାରେ ଥିବା କ୍ରସର ଓ ବିଶ୍ୱନାଥପୁରରେ ଥିବା କ୍ରସରେ ଚଢଉ କରିଛି ଭିଜିଲାନ୍ସ ଟିମ୍‌ । ଏବେ ବି ସମ୍ପତ୍ତିର ଆକଳନ ଚାଲିଛି ।

Sonalisa

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

13 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

28 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

43 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

53 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago