Below header

ଆସନ୍ତା ୭ରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଡିଜି କ୍ୟାମ୍ପ ଅଫିସରେ ସୁରକ୍ଷା ବ୍ୟବସ୍ଥା ନେଇ ଚାଲିଛି ବୈଠକ

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପୋଲିସ ଡିଜିଙ୍କ ବୈଠକ। ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ବୈଠକ ବସି ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନା କରାଯାଉଛି। ବିମାନବନ୍ଦରରୁ ରାଜମହଲ ଓ ବାଣୀବିହାର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା ଉପରେ କଟକଣା ନେଇ ଆଲୋଚନା କରାଯାଉଛି। ବୈଠକରେ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି। ଆସନ୍ତା ୭ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାଣୀବିହାର ପ୍ଲାଟିନମ ଜୁବ୍‌ଲି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.