ରାଜ୍ୟ

ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କନ୍ଧମାଳ (କେନ୍ୟୁଜ): ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଫୁଲବାଣୀର ଅଭିଯୁକ୍ତ ଅଶୋକ ନାୟକକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ। ଏହା ସହ ୨୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ୬ ମାସ ଅଧିକ ଜେଲଦଣ୍ଡାଦେଶ। ରାୟ ଶୁଣାଇଛନ୍ତି ପୋକ୍ସୋ କୋର୍ଟ।

୨୦୨୦ ଜାନୁଆରୀ ୧୨ରେ ନାବାଳିକାଙ୍କୁ ଅଭିଯୁକ୍ତ ଅଶୋକ ନିଜ ଘର ବାରଖମାକୁ ନେଇ ୨ ଦିନ ରଖିବା ସହ ଦୁଷ୍କର୍ମ କରିଥିଲା। କେ ନୂଆଗାଁ ପୁଲିସ ଅଭିଯୁକ୍ତର ଘରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ତାକୁ ଗିରଫ କରିଥିଲା। ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଓ ଝିଅର ବୟାନକୁ ଆଧାର କରି ପକସୋ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ୨୦ ବର୍ଷର ସଜା ଶୁଣାଇଛନ୍ତି। ଏଥିସହ ପୀଡିତାଙ୍କୁ ୬ ଲକ୍ଷ କ୍ଷତିପୂରଣ ଦେବାପାଇଁ ଜିଲ୍ଲା ଆଇନ ପ୍ରାଧିକରଣ କେନ୍ଦ୍ରକୁ ନିର୍ଦେଶ ଦେଇଛନ୍ତି ।

Barsha

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

26 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

31 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago