ପୁରୀ(କେନ୍ୟୁଜ୍): ମା’ ଲକ୍ଷ୍ମୀଙ୍କ ମନ୍ଦିରରୁ ପେଚା ଉଦ୍ଧାର । ପୁରୀ ଶ୍ରୀମନ୍ଦିର ପରିସରରେ ଥିବା ମା ଲକ୍ଷ୍ମୀଙ୍କ ମନ୍ଦିରରୁ ଧଳା ପେଚା ଉଦ୍ଧାର ହୋଇଛି। ସେବାୟତ ମଧୁସୂଦନ ସିଂହାରୀ ପେଚାକୁ ଉଦ୍ଧାର କରିଥିଲେ ।
ପରେ ଶ୍ରୀମନ୍ଦିର ବାହାରକୁ ଆଣି ଜଙ୍ଗଲ ବିଭାଗକୁ ହସ୍ତାନ୍ତର କରିଛନ୍ତି । ଧଳା ପେଚା ଦେଖିବା ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଥିଲା । ମା ଲକ୍ଷ୍ମୀଙ୍କ ମନ୍ଦିରରୁ ଧଳା ପେଚା ଉଦ୍ଧାର ହୋଇଥିବାରୁ ଭକ୍ତଙ୍କ ଭକ୍ତି ଭାବନା ଦ୍ୱିଗୁଣିତ ହୋଇଛି।
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…