ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ସୁରକ୍ଷା ବନ୍ଦୋବସ୍ତର ସମୀକ୍ଷା କରିଛନ୍ତି ଅତିରିକ୍ତ ଡିଜି ସଞ୍ଜୀବ ପଣ୍ଡା

ପୁରୀ(କେନ୍ୟୁଜ୍) : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୋଲିସ ସୁରକ୍ଷା ସମୀକ୍ଷା । ଅତିରିକ୍ତ ଡିଜି ସଞ୍ଜୀବ ପଣ୍ଡା ଏକ ବୈଠକରେ ବରିଷ୍ଠ ଅଧିକାରୀଙ୍କ ସହ ସୁରକ୍ଷା ବନ୍ଦୋବସ୍ତର ସମୀକ୍ଷା କରିଛନ୍ତି । ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରର ସୁରକ୍ଷା ନେଇ ସେ ଆଲୋଚନା କରିଛନ୍ତି । ଏହି ବୈଠକରେ କେନ୍ଦ୍ରାଞ୍ଚଳ IG ଓ ପୁରୀ SP ଉପସ୍ଥିତ ଅଛନ୍ତି । ରଥଯାତ୍ରା ପାଇଁ ସୁରକ୍ଷା ଦାୟିତ୍ୱରେ ରହିବେ ୧୫୫ ପ୍ଲାଟୁନ୍‌ ଫୋର୍ସ। ଜଳ, ସ୍ଥଳ ଓ ଆକାଶମାର୍ଗରୁ ନଜର ରଖାଯିବ । ଟ୍ରାଫିକ ନିୟନ୍ତ୍ରଣ ଓ ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ଓ ଭିଡ଼ ନିୟନ୍ତ୍ରଣକୁ ପୋଲିସ ଗୁରୁତ୍ୱ ଦେଉଛି । ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ୪ ଦିନ ବାକି ଥିବା ବେଳେ ଗତକାଲି ଏକ ସ୍ୱତନ୍ତ୍ର ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

6 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

19 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

28 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

31 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago